ଗଣନା ପୁସ୍ତକ 1:45 - ଓଡିଆ ବାଇବେଲ45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Gade chapit laପବିତ୍ର ବାଇବଲ45 ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା। Gade chapit la |