Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:49 - ଓଡିଆ ବାଇବେଲ

49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

49 “ଲେବୀୟମାନଙ୍କୁ ଇସ୍ରାଏଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 1:49
3 Referans Kwoze  

ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,


Swiv nou:

Piblisite


Piblisite