Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:15 - ଓଡିଆ ବାଇବେଲ

15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଆଉ ସୂୟାରର ପୁତ୍ର ନଥନେଲ ଇଷାଖର ଗୋଷ୍ଠୀର ସେନାଧ୍ୟକ୍ଷ ଥିଲେ।

Gade chapit la Kopi




ଗଣନା ପୁସ୍ତକ 10:15
4 Referans Kwoze  

ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,


ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।


ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।


ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।


Swiv nou:

Piblisite


Piblisite