Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:24 - ଓଡିଆ ବାଇବେଲ

24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

24 ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।

Gade chapit la Kopi




ଗଣନା ପୁସ୍ତକ 10:24
4 Referans Kwoze  

ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।


ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍‍ ଆଣିଲା;


ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।


ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।


Swiv nou:

Piblisite


Piblisite