Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:14 - ଓଡିଆ ବାଇବେଲ

14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରି ପାରିବି ନାହିଁ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।

Gade chapit la Kopi




ଗଣନା ପୁସ୍ତକ 11:14
6 Referans Kwoze  

ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ?


ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।


Swiv nou:

Piblisite


Piblisite