ଗଣନା ପୁସ୍ତକ 11:20 - ଓଡିଆ ବାଇବେଲ20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରିତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’” Gade chapit laପବିତ୍ର ବାଇବଲ20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’” Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।