Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:22 - ଓଡିଆ ବାଇବେଲ

22 ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”

Gade chapit la Kopi

ପବିତ୍ର ବାଇବଲ

22 ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”

Gade chapit la Kopi




ଗଣନା ପୁସ୍ତକ 11:22
11 Referans Kwoze  

ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା ?


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କ'ଣ ହେବ ?


କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।


ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।


ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ?


କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ?


ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।


ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


Swiv nou:

Piblisite


Piblisite