Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:33 - ଓଡିଆ ବାଇବେଲ

33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ମାତ୍ର ସେମାନଙ୍କ ଦ; ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ

33 ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥିଲାବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କ ଉପରେ ପ୍ରଜ୍ୱଳିତ ହେଲା। ତହୁଁ ସଦାପ୍ରଭୁ ସେମାନଙ୍କୁ ମହାମାରୀରେ ସଂହାର କଲେ ଓ ସେହି ସ୍ଥାନରେ ସେମାନେ କବର ନେଲେ।

Gade chapit la Kopi




ଗଣନା ପୁସ୍ତକ 11:33
10 Referans Kwoze  

ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।


ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।


ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;


ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।


ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।


ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।


ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।


Swiv nou:

Piblisite


Piblisite