Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 12:14 - ଓଡିଆ ବାଇବେଲ

14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେବେ ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”

Gade chapit la Kopi

ପବିତ୍ର ବାଇବଲ

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତା'ର ପିତା ତା'ର ମୁହଁରେ ଛେପ ପକାଇଥା’ନ୍ତା, ସେ କ’ଣ ସାତ ଦିନ ଲଜ୍ଜିତା ହୋଇ ନ ଥା’ନ୍ତା? ତେଣୁ ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ, ଅନ୍ୟମାନଙ୍କଠାରୁ ରୁଦ୍ଧା ହୋଇ ରହୁ, ତା'ପରେ ସେ ଛାଉଣି ଭିତରକୁ ଆସି ପାରିବ।”

Gade chapit la Kopi




ଗଣନା ପୁସ୍ତକ 12:14
13 Referans Kwoze  

ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।


ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍‍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।


ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


Swiv nou:

Piblisite


Piblisite