Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:23 - ଓଡିଆ ବାଇବେଲ

23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

23 ଏହା ପରେ ସେମାନେ ଇଷ୍କୋଲ ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀରେ ବହନ କଲେ, ସେମାନେ ମଧ୍ୟ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।

Gade chapit la Kopi




ଗଣନା ପୁସ୍ତକ 13:23
6 Referans Kwoze  

କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ମନକୁ ସାହସହୀନ କଲେ।


ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।


ଏ ଉତ୍ତାରେ ସେ ସୋରେକ୍‍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।


ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।


ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;


Swiv nou:

Piblisite


Piblisite