Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:4 - ଓଡିଆ ବାଇବେଲ

4 ସେମାନଙ୍କର ନାମ ଏହି-ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନଙ୍କର ନାମ ଏହି: ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;

Gade chapit la Kopi

ପବିତ୍ର ବାଇବଲ

4 ସେହି ପ୍ରଧାନମାନଙ୍କର ନାମ ଏହି: ରୁବେନ୍ ଗୋଷ୍ଠୀବର୍ଗ ମଧ୍ୟରୁ ସ‌କ୍‌‌କୁରର ପୁତ୍ର ଶମ୍ମୂୟ।

Gade chapit la Kopi




ଗଣନା ପୁସ୍ତକ 13:4
10 Referans Kwoze  

ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।


ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;


ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,


ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ୍, ଏମାନେ ଲେୟାର ସନ୍ତାନ;


ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,


ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;


ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।


ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,


Swiv nou:

Piblisite


Piblisite