Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:15 - ଓଡିଆ ବାଇବେଲ

15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ବର୍ତ୍ତମାନ ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,

Gade chapit la Kopi

ପବିତ୍ର ବାଇବଲ

15 ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକାଥରେ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭ ଶକ୍ତିର କଥା ଶୁଣିଛନ୍ତି, ସେମାନେ କହିବେ,

Gade chapit la Kopi




ଗଣନା ପୁସ୍ତକ 14:15
3 Referans Kwoze  

ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।


ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।


Swiv nou:

Piblisite


Piblisite