Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:20 - ଓଡିଆ ବାଇବେଲ

20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭର ବାକ୍ୟ ପ୍ରମାଣେ କ୍ଷମା କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।

Gade chapit la Kopi

ପବିତ୍ର ବାଇବଲ

20 ସଦାପ୍ରଭୁ କହିଲେ, “ଯେପରି ତୁମ୍ଭେ ମୋତେ ଅନୁରୋଧ କଲ, ମୁଁ ସେମାନଙ୍କୁ କ୍ଷମା ଦେଲି।

Gade chapit la Kopi




ଗଣନା ପୁସ୍ତକ 14:20
7 Referans Kwoze  

ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।


ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”


ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।


Swiv nou:

Piblisite


Piblisite