Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:23 - ଓଡିଆ ବାଇବେଲ

23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 14:23
12 Referans Kwoze  

“ଆମ୍ଭେ ଅବ୍ରହାମକୁ, ଇସ୍‍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”


ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।


ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;


ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍‍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।”


ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।”


Swiv nou:

Piblisite


Piblisite