ଗଣନା ପୁସ୍ତକ 14:42 - ଓଡିଆ ବାଇବେଲ42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit laପବିତ୍ର ବାଇବଲ42 ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ। Gade chapit la |
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।