Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:10 - ଓଡିଆ ବାଇବେଲ

10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ୍ ଦ୍ରାକ୍ଷାରସ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ମଧ୍ୟ ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ ଦ୍ରାକ୍ଷାରସ ଆଣିବ।

Gade chapit la Kopi




ଗଣନା ପୁସ୍ତକ 15:10
5 Referans Kwoze  

ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।


ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।


ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।


ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।


Swiv nou:

Piblisite


Piblisite