Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:18 - ଓଡିଆ ବାଇବେଲ

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi

ପବିତ୍ର ବାଇବଲ

18 “ମୁଁ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇଯାଉଅଛି, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏହିରୂପେ କରିବ।

Gade chapit la Kopi




ଗଣନା ପୁସ୍ତକ 15:18
5 Referans Kwoze  

“ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,


ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।


Swiv nou:

Piblisite


Piblisite