ଗଣନା ପୁସ୍ତକ 15:20 - ଓଡିଆ ବାଇବେଲ20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Gade chapit laପବିତ୍ର ବାଇବଲ20 ତୁମ୍ଭେମାନେ ନିଜ ନିଜ ପ୍ରଥମ ଶସ୍ୟରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ୟ ମର୍ଦ୍ଦନ ସ୍ଥାନରେ ଉତ୍ତୋଳନୀୟ ଉପହାର, ସେହିପରି ତାହା ଉତ୍ତୋଳନ କରିବା ଉଚିତ୍। Gade chapit la |
ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।