ଗଣନା ପୁସ୍ତକ 15:32 - ଓଡିଆ ବାଇବେଲ32 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। Gade chapit laପବିତ୍ର ବାଇବଲ32 ସେତେବେଳେ ଇସ୍ରାଏଲ ଥିବା ସମୟରେ ଗୋଟିଏ ବ୍ୟକ୍ତିକୁ ବିଶ୍ରାମ ବାରରେ କାଠ ସଂଗ୍ରହ କରୁଥିବାର ଦେଖିଲେ। Gade chapit la |