Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:36 - ଓଡିଆ ବାଇବେଲ

36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।

Gade chapit la Kopi

ପବିତ୍ର ବାଇବଲ

36 ତେଣୁ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ଫିଙ୍ଗି ହତ୍ୟା କଲେ।

Gade chapit la Kopi




ଗଣନା ପୁସ୍ତକ 15:36
6 Referans Kwoze  

ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।


ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


Swiv nou:

Piblisite


Piblisite