Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:5 - ଓଡିଆ ବାଇବେଲ

5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ

5 ପ୍ରତ୍ୟେକ ଥର ତୁମ୍ଭେ ଏକ ମେଷବତ୍ସ ହୋମାର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପେୟନୈବେଦ୍ୟ ପ୍ରସ୍ତୁତ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:5
18 Referans Kwoze  

ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।


ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।


କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?


ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,


ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।


ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;


ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,


ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।


ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।


ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।


ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ।


ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।


Swiv nou:

Piblisite


Piblisite