ଗଣନା ପୁସ୍ତକ 15:9 - ଓଡିଆ ବାଇବେଲ9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ। Gade chapit laପବିତ୍ର ବାଇବଲ9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଆଣିବା ଉଚିତ୍। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।