ଗଣନା ପୁସ୍ତକ 16:16 - ଓଡିଆ ବାଇବେଲ16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laପବିତ୍ର ବାଇବଲ (Re-edited) - (BSI)16 ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laପବିତ୍ର ବାଇବଲ16 ତା'ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।