Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:24 - ଓଡିଆ ବାଇବେଲ

24 “ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେ ମଣ୍ତଳୀକି କୁହ, ତୁମ୍ଭେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”

Gade chapit la Kopi

ପବିତ୍ର ବାଇବଲ

24 “ତୁମ୍ଭେ ମଣ୍ତଳୀକୁ କୁହ, କୋରହ, ଦାଥନ ଓ ଅବୀରାମର ତମ୍ବୁଠାରୁ ଗ୍ଭଲି ଯାଆନ୍ତୁ।”

Gade chapit la Kopi




ଗଣନା ପୁସ୍ତକ 16:24
5 Referans Kwoze  

“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”


ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।


“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”


Swiv nou:

Piblisite


Piblisite