Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:26 - ଓଡିଆ ବାଇବେଲ

26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ

26 ତହୁଁ ମୋଶା ମଣ୍ତଳୀକି କହିଲେ, “ବିନୟ କରୁଅଛି ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣିରୁ ଉଠିଯାଅ ଏବଂ ସେମାନଙ୍କର କିଛି ମାତ୍ର ସ୍ପର୍ଶ କର ନାହିଁ। ନଚେତ୍ ତୁମ୍ଭେମାନେ ସେମାନଙ୍କ ପାପ ଲାଗି ବିନଷ୍ଟ ହେବ।”

Gade chapit la Kopi




ଗଣନା ପୁସ୍ତକ 16:26
13 Referans Kwoze  

ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;


ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''


ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ ।


ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,


କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ ।


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


Swiv nou:

Piblisite


Piblisite