Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:49 - ଓଡିଆ ବାଇବେଲ

49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।

Gade chapit la Kopi

ପବିତ୍ର ବାଇବଲ

49 କୋରହର କଥା ହେତୁ ମରିଥିବା ଲୋକଙ୍କୁ ଛାଡ଼ି 14,700 ଲୋକ ଏହି ମହାମାରୀରେ ମଲେ।

Gade chapit la Kopi




ଗଣନା ପୁସ୍ତକ 16:49
10 Referans Kwoze  

ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ ।


ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।


ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।


ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।


Swiv nou:

Piblisite


Piblisite