Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:2 - ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ଲୋକମାନଙ୍କୁ କୁହ, ପ୍ରତ୍ୟେକ ପରିବାର ପାଇଁ ସେମାନଙ୍କ ପରିବାରବର୍ଗର ନେତୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡ଼ି ନିଅନ୍ତୁ। ସେହି ଆଶାବାଡ଼ି ଉପରେ ସେହି ବ୍ୟକ୍ତିର ନାମ ଲେଖ।

Gade chapit la Kopi




ଗଣନା ପୁସ୍ତକ 17:2
18 Referans Kwoze  

ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି ? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା ? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।


ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ। ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”


ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।


ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ,


ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite