ଗଣନା ପୁସ୍ତକ 18:30 - ଓଡିଆ ବାଇବେଲ30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit laପବିତ୍ର ବାଇବଲ30 “ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍। Gade chapit la |