Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:32 - ଓଡିଆ ବାଇବେଲ

32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ଵାରା ଘଟିତ କୌଣସି ପାପ ବହିବ ନାହିଁ; ପୁଣି ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

32 ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”

Gade chapit la Kopi




ଗଣନା ପୁସ୍ତକ 18:32
10 Referans Kwoze  

ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ ।


ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ ।


ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ।


ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।


ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite