Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:15 - ଓଡିଆ ବାଇବେଲ

15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।

Gade chapit la Kopi

ପବିତ୍ର ବାଇବଲ

15 ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 45,650

Gade chapit la Kopi




ଗଣନା ପୁସ୍ତକ 2:15
4 Referans Kwoze  

ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।


ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।


ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣର ଅଧିପତି ହେବ;


ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।


Swiv nou:

Piblisite


Piblisite