Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:26 - ଓଡିଆ ବାଇବେଲ

26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେସ୍ଥାନରେ ମରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା'ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”

Gade chapit la Kopi




ଗଣନା ପୁସ୍ତକ 20:26
7 Referans Kwoze  

“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।


ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?


ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”


Swiv nou:

Piblisite


Piblisite