Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:29 - ଓଡିଆ ବାଇବେଲ

29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;

Gade chapit la Kopi

ପବିତ୍ର ବାଇବଲ

29 ହେ ମୋୟାବ, ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମୋଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାୟନ କରିଛନ୍ତି, ତା'ର କନ୍ୟାମାନେ ଇମୋରୀୟ ଶାସକ କର୍ତ୍ତା ରାଜା ସୀହୋନ ହସ୍ତରେ ବନ୍ଦୀ ହୋଇଛନ୍ତି।

Gade chapit la Kopi




ଗଣନା ପୁସ୍ତକ 21:29
12 Referans Kwoze  

ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।


ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।


ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।


ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।


ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


Swiv nou:

Piblisite


Piblisite