ଗଣନା ପୁସ୍ତକ 21:8 - ଓଡିଆ ବାଇବେଲ8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” Gade chapit laପବିତ୍ର ବାଇବଲ8 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ୱାରା ଦଂଶିତ ହୋଇଥିବା ଲୋକମାନେ ମୃତ୍ୟୁବରଣ କରିବେ ନାହିଁ, ଯଦି ସେମାନେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।” Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।