Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:13 - ଓଡିଆ ବାଇବେଲ

13 ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ବିଲୀୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ନାସ୍ତି କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

13 ଏଥିରେ ବିଲିୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଦେଶକୁ ଗ୍ଭଲିଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବାକୁ ଅନୁମତି ଦେଲେ ନାହିଁ।”

Gade chapit la Kopi




ଗଣନା ପୁସ୍ତକ 22:13
3 Referans Kwoze  

ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”


ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।


Swiv nou:

Piblisite


Piblisite