Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:16 - ଓଡିଆ ବାଇବେଲ

16 ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସେମାନେ ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ସେମାନେ ବିଲିୟମ ନିକଟକୁ ଯାଇ କହିଲେ, “ସି‌ପ୍‌ପୋରର ପୁତ୍ର ବାଲାକ୍ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ ନିକଟକୁ ଆସିବାକୁ ତୁମ୍ଭେ ବାରଣ କରିବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 22:16
5 Referans Kwoze  

ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।


ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?”


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


Swiv nou:

Piblisite


Piblisite