Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:24 - ଓଡିଆ ବାଇବେଲ

24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

24 ପରେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଦୁଇ ପ୍ରାଚୀର ମଧ୍ୟରେ ଥିବା ଗଳି ପଥରେ ଠିଆ ହେଲେ।

Gade chapit la Kopi




ଗଣନା ପୁସ୍ତକ 22:24
2 Referans Kwoze  

ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;


ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।


Swiv nou:

Piblisite


Piblisite