ଗଣନା ପୁସ୍ତକ 22:25 - ଓଡିଆ ବାଇବେଲ25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା। Gade chapit laପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା। Gade chapit laପବିତ୍ର ବାଇବଲ25 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇଯିବାରୁ ବିଲିୟମର ଗୋଡ଼ କାନ୍ଥରେ ଘସି ହୋଇଗଲା। ତେଣୁ ସେ ପୁନର୍ବାର ଗଧକୁ ଗ୍ଭବୁକ ମାରିଲେ। Gade chapit la |