ଗଣନା ପୁସ୍ତକ 22:30 - ଓଡିଆ ବାଇବେଲ30 ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।” Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ଗର୍ଦ୍ଦଭୀ ବିଲୀୟମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି? ତହୁଁ ସେ କହିଲା, ‘ନାʼ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।” Gade chapit laପବିତ୍ର ବାଇବଲ30 ପୁଣି ଗଧ ବିଲିୟମକୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯେଉଁ ଗଧ ଉପରେ ଚଢ଼ି ଆସିଅଛ, ମୁଁ କ’ଣ ତୁମ୍ଭର ସେହି ଗଧ ନୁହେଁ? ମୁଁ କ’ଣ ଅତୀତରେ ତୁମ୍ଭ ପ୍ରତି କେବେ ଏପରି ବ୍ୟବହାର କରିଥିଲି?” ତହୁଁ ସେ କହିଲା, “ନା।” Gade chapit la |