Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:35 - ଓଡିଆ ବାଇବେଲ

35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମକୁ କହିଲେ, ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ। ତହିଁରେ ବିଲୀୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିୟମକୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କେବଳ ତାହା ତୁମ୍ଭେ କହିବ।” ତହୁଁ ବିଲିୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi




ଗଣନା ପୁସ୍ତକ 22:35
8 Referans Kwoze  

ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।


ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋ’ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”


ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।


Swiv nou:

Piblisite


Piblisite