Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:28 - ଓଡିଆ ବାଇବେଲ

28 ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଣୁ ବାଲାକ ବିଲୀୟମକୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

28 ଏଣୁ ବାଲାକ୍ ବିଲିୟମ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।

Gade chapit la Kopi




ଗଣନା ପୁସ୍ତକ 23:28
5 Referans Kwoze  

ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।


ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।


ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”


ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”


ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।


Swiv nou:

Piblisite


Piblisite