Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:30 - ଓଡିଆ ବାଇବେଲ

30 ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

30 ତେଣୁ ବାଲାକ୍ ସେହି ଅନୁସାରେ କଲେ ଓ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।

Gade chapit la Kopi




ଗଣନା ପୁସ୍ତକ 23:30
7 Referans Kwoze  

ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”


ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।


ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”


ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।


Swiv nou:

Piblisite


Piblisite