ଗଣନା ପୁସ୍ତକ 23:9 - ଓଡିଆ ବାଇବେଲ9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Gade chapit laପବିତ୍ର ବାଇବଲ9 ମୁଁ ସେମାନଙ୍କୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସେମାନଙ୍କୁ ଗିରି ଶ୍ରେଣିରୁ ଦେଖୁଅଛି। ସେମାନେ ନିଜ ପାଇଁ ବଞ୍ଚନ୍ତି। ସେମାନେ ନିଜକୁ ଦେଶର ଏକ ଅଂଶ ବୋଲି ବିବେଚନା କରନ୍ତି ନାହିଁ। Gade chapit la |
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”