Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:15 - ଓଡିଆ ବାଇବେଲ

15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;

Gade chapit la Kopi

ପବିତ୍ର ବାଇବଲ

15 ଏଥିରେ ବିଲିୟମ କହିଲେ, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା। ଏହା ସେହି ମନୁଷ୍ୟର ବାର୍ତ୍ତା ଯିଏ ସ୍ପଷ୍ଟ ଭାବରେ ଦେଖେ।

Gade chapit la Kopi




ଗଣନା ପୁସ୍ତକ 24:15
6 Referans Kwoze  

ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”


ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା ।


ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,


ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;


Swiv nou:

Piblisite


Piblisite