ଗଣନା ପୁସ୍ତକ 24:22 - ଓଡିଆ ବାଇବେଲ22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।” Gade chapit laପବିତ୍ର ବାଇବଲ22 କିନ୍ତୁ କେନୀୟମାନେ କ୍ଷୟପ୍ରାପ୍ତ ହେବେ। ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।” Gade chapit la |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”