Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:23 - ଓଡିଆ ବାଇବେଲ

23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହାୟ ହାୟ, ଯେତେବେଳେ ପରମେଶ୍ଵର ଏହା କରିବେ, ସେତେବେଳେ କିଏ ବଞ୍ଚିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?

Gade chapit la Kopi

ପବିତ୍ର ବାଇବଲ

23 ତା'ପରେ ବିଲିୟମ କହିଲା, “ଯେତେବେଳେ ପରମେଶ୍ୱର ଏହା କରନ୍ତି, ସେତେବେଳେ କିଏ ବଞ୍ଚିବ?

Gade chapit la Kopi




ଗଣନା ପୁସ୍ତକ 24:23
5 Referans Kwoze  

ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !


ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;


ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।


Swiv nou:

Piblisite


Piblisite