Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 25:8 - ଓଡିଆ ବାଇବେଲ

8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ସେ ତମ୍ବୁ ଭିତରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପେଟକୁ ବର୍ଚ୍ଛାରେ ବିଦୀର୍ଣ୍ଣ କଲା, ଫଳରେ ଇସ୍ରାଏଲ ମଧ୍ୟରେ ମହାମାରୀ ବନ୍ଦ ହୋଇ ଗଲା।

Gade chapit la Kopi




ଗଣନା ପୁସ୍ତକ 25:8
10 Referans Kwoze  

ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”


ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।


“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”


ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”


“ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।


ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?”


ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।


ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।


Swiv nou:

Piblisite


Piblisite