ଗଣନା ପୁସ୍ତକ 26:53 - ଓଡିଆ ବାଇବେଲ53 “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)53 ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laପବିତ୍ର ବାଇବଲ53 “ନାମ ସଂଖ୍ୟା ଅନୁସାରେ ସେମାନଙ୍କ ମଧ୍ୟରେ ଅଧିକାର ପାଇଁ ଦେଶ ବିଭକ୍ତ ହେବ। Gade chapit la |
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।