ଗଣନା ପୁସ୍ତକ 27:11 - ଓଡିଆ ବାଇବେଲ11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ଯେବେ ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକି ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣର ବିଚାର-ବିଧି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’” Gade chapit laପବିତ୍ର ବାଇବଲ11 ଆଉ ଯେବେ ତା'ର ପିତାର ଭାଇମାନେ ନ ଥା’ନ୍ତି, ତେବେ ତାହାର ପରିବାର ମଧ୍ୟରୁ ଏବଂ ନିକଟ ସମ୍ପର୍କୀୟ ଜ୍ଞାତିକୁ ତାହାର ଅଧିକାର ଦେବ। ଏହା ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବିଗ୍ଭରବିଧି ହେବ। ଆଉ ସଦାପ୍ରଭୁ ମୋଶାଙ୍କୁ ଏହି ଆଜ୍ଞା ଦେଲେ।’” Gade chapit la |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”