Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:14 - ଓଡିଆ ବାଇବେଲ

14 ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ତଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ। (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)

Gade chapit la Kopi

ପବିତ୍ର ବାଇବଲ

14 ମନେପକାଅ, ଯେତେବେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କ୍ରୋଧିତ ହେଲେ, ତୁମ୍ଭେ ଓ ହାରୋଣ ମୋର ଆଜ୍ଞା ଅମାନ୍ୟ କଲ। ତୁମ୍ଭେମାନେ ମୋର ପବିତ୍ରତାକୁ ଲୋକଙ୍କ ସମ୍ମୁଖରେ ସମ୍ମାନ କଲ ନାହିଁ।” (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧ୍ୟରେ ଘଟଣା କ୍ରମେ ହେବ।)

Gade chapit la Kopi




ଗଣନା ପୁସ୍ତକ 27:14
12 Referans Kwoze  

ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,


ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।”


“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।


ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,


ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।


ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”


Swiv nou:

Piblisite


Piblisite