Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:23 - ଓଡିଆ ବାଇବେଲ

23 ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ

23 ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାହାଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ଗଣନା ପୁସ୍ତକ 27:23
9 Referans Kwoze  

ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।


ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;


ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”


ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।


ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।


Swiv nou:

Piblisite


Piblisite